5 ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ 15 ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
24 ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,