10 ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା
ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ;
ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ,
"ତୁମ୍ଭେମାନେ ଆମ୍ଭର ଲୋକ ନୁହଁ" ବୋଲି କୁହାଯାଇଥିଲା,
ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ,
"ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।"