13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ,
ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ;
ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।
13 ଦୁଷ୍ଟ ଆପଣା ଓଷ୍ଠର ଅଧର୍ମ ସକାଶୁ ଫାନ୍ଦରେ ପଡିଥାଏ,
ମାତ୍ର ଧାର୍ମିକ ଦୁଃଖରୁ ଉଦ୍ଧାର ପାଇବ।
17 ସତ୍ୟ ସାକ୍ଷୀ ନ୍ୟାୟ ପ୍ରକାଶ କରେ;
ମାତ୍ର ମିଥ୍ୟାସାକ୍ଷୀ ପ୍ରବଞ୍ଚନା ପ୍ରକାଶ କରେ।