2 ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ,
କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
13 ଯେ ଶୁଣିବା ପୂର୍ବେ ଉତ୍ତର କରେ,
ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ,
ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।