28 ତାହାର ସନ୍ତାନମାନେ ଉଠି ତାହାକୁ ଧନ୍ୟ ଧନ୍ୟ କହନ୍ତି
ଓ ତାହାର ସ୍ୱାମୀ ହିଁ ତାହାକୁ (ଏରୂପ) ପ୍ରଶଂସା କରେ;
29 "ଅନେକ କନ୍ୟା ଗୁଣ ଦେଖାଇଅଛନ୍ତି,
ମାତ୍ର ତୁମ୍ଭେ ସେସମସ୍ତଙ୍କ ଅପେକ୍ଷା ଶ୍ରେଷ୍ଠ।"