Publicidade

Provérbios 5

18 ତୁମ୍ଭର ନିର୍ଝର ଧନ୍ୟ ହେଉ;

ଆଉ, ତୁମ୍ଭେ ଆପଣା ଯୌବନ କାଳର ଭାର୍ଯ୍ୟାଠାରେ ଆମୋଦ କର।

19 ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି,

ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ;

ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।

20 ହେ ମୋହର ପୁତ୍ର, ପରକୀୟାଠାରେ ତୁମ୍ଭେ କାହିଁକି ଆସକ୍ତ ହେବ?

ଏବଂ ଅନ୍ୟର କୋଳ କାହିଁକି ଆଲିଙ୍ଗନ କରିବ?

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-