Publicidade

Romanos 1

11 ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, 12 ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।

Veja também

Publicidade
Bíblia Online Bíblia Online

Bíblia Online • Versão: 2026-06-22_10-02-25-