ସୁସମାଚାରର ଶକ୍ତି
16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।

+581 estão orando agora.
Junte-se à corrente de oração.