Pular para o conteúdo
Publicidade

ରୋମୀୟ 1:24,25

24 ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ। 25 କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.