ରୋମକୁ ଯିବାର ଆକାଂକ୍ଷା
8 ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।