Pular para o conteúdo
Publicidade

ରୋମୀୟ 10:13-17

13 କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। 14 ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? 15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।" 16 କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, "ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?" 17 ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.