8 କିନ୍ତୁ ତାହା କଅଣ କହେ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି," ଅର୍ଥାତ୍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ।