Pular para o conteúdo
Publicidade

ରୋମୀୟ 10:8,9

8 କିନ୍ତୁ ତାହା କଅଣ କହେ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି," ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ। 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.