19 ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି,
"ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।"