Pular para o conteúdo
Publicidade

ରୋମୀୟ 12:6,7

6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ; 7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.