ପ୍ରକୃତ ଖ୍ରୀଷ୍ଟ ବିଶ୍ୱାସୀର ଲକ୍ଷଣ
9 ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ; 10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;