Pular para o conteúdo
Publicidade

ରୋମୀୟ 14:12-14

12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।

ଅନ୍ୟର ବିଘ୍ନର କାରଣ ନ ହେଉ

13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର। 14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.