ଅନ୍ୟର ବିଘ୍ନର କାରଣ ନ ହେଉ
13 ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।