ଖ୍ରୀଷ୍ଟଙ୍କ ଆଦର୍ଶର ଅନୁକରଣ
1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।