25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମ ସହରକୁ ଯାଉଅଛି। 26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
Publicidade

+581 estão orando agora.
Junte-se à corrente de oração.