ଶେଷ ନିର୍ଦ୍ଦେଶ ଓ ସମ୍ଭାଷଣ
17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ୍ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;