3 "ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା16:3 ପ୍ରୀସ୍କା ଅର୍ଥାତ୍ ପ୍ରୀସ୍କୀଲ୍ଲା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ; 4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୁଦୀମାନଙ୍କ ମଣ୍ଡଳୀ-ସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
Publicidade