29 କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ।
Publicidade

+581 estão orando agora.
Junte-se à corrente de oração.