Pular para o conteúdo
Publicidade

ରୋମୀୟ 4:6,7

6 ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା,

7 "ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି,

ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି,

ସେମାନେ ଧନ୍ୟ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.