ବିଶ୍ୱାସ ଦ୍ୱାରା ଈଶ୍ବରଙ୍କ ସହ ଶାନ୍ତି
1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;