ଆଦମଙ୍କ ଦ୍ୱାରା ମୃତ୍ୟୁ, ଖ୍ରୀଷ୍ଟଙ୍କ ଦ୍ୱାରା ଜୀବନ
12 ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।