3 କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, 4 ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। 5 ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି।
Publicidade