7 ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Publicidade