Pular para o conteúdo
Publicidade

ରୋମୀୟ 5:8,9

8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି। 9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.