ଧାର୍ମିକତାର ଦାସତ୍ୱ
15 ତେବେ କଅଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ।