Pular para o conteúdo
Publicidade

ରୋମୀୟ 6:9-11

9 ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। 10 କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ବରଙ୍କ ପ୍ରତି ଜୀବିତ ଅଟନ୍ତି। 11 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.