24 ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ? 25 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ବରଙ୍କର ଧନ୍ୟବାଦ ହେଉ। ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ବରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ବ୍ୟବସ୍ଥାର ଦାସ ଅଟେ।