ଆଧ୍ୟାତ୍ମିକ ଜୀବନ
1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ। 2 କାରଣ ଜୀବନଦାୟକ ଆତ୍ମା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ବ୍ୟବସ୍ଥାରୁ ମୁକ୍ତ କରିଅଛି।