13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ। 14 ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ।
Publicidade

+581 estão orando agora.
Junte-se à corrente de oração.