14 ଯେଣୁ ଯେତେ ଲୋକ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଈଶ୍ବରଙ୍କ ସନ୍ତାନ। 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
Publicidade

+581 estão orando agora.
Junte-se à corrente de oração.