15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ। 16 ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ସେହି ପବିତ୍ର ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Publicidade