20 କାରଣ ସୃଷ୍ଟି ଅସାରତାର ବଶୀଭୂତ ହେଲା, ତାହାର ନିଜ ଇଚ୍ଛାରୁ ନୁହେଁ, କିନ୍ତୁ ଯେ ତାହାକୁ ବଶୀଭୂତ କଲେ, ତାହାଙ୍କ ଇଚ୍ଛାରୁ; 21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଈଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
Publicidade