24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ? 25 କିନ୍ତୁ ଆମ୍ଭେମାନେ ଯାହା ଦେଖୁ ନାହୁଁ, ଯଦି ତାହା ନିମନ୍ତେ ଭରସା କରୁ, ତାହାହେଲେ ଧୈର୍ଯ୍ୟ ସହକାରେ ତାହାର ଅପେକ୍ଷାରେ ଥାଉ।