20 ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, "ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।" ନୟମୀ ଆହୁରି କହିଲା, "ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।"