17 ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ;
ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ,
ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ।