13 ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ,
ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି।
14 କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି;
ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି।