17 ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ
ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,
18 ପୁଣି, ପାଳନାର୍ଥେ ତାହାଙ୍କ ନିୟମସବୁ ସ୍ମରଣ କରନ୍ତି,
ସେମାନଙ୍କ ପ୍ରତି ତାହାଙ୍କର ଧର୍ମ ପୁତ୍ରପୌତ୍ରାଦିକ୍ରମେ ଥାଏ।