33 ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି;
ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।