33 ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି;
ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
34 ତାହାଙ୍କ ପ୍ରତି ମୋʼ ଧ୍ୟାନ ସୁମିଷ୍ଟ ହେଉ;
ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି।