44 ତଥାପି ସେ ସେମାନଙ୍କ କାକୂକ୍ତି ଶୁଣି ସେମାନଙ୍କ ଦୁର୍ଦ୍ଦଶାରେ ମନୋଯୋଗ କଲେ।
45 ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ
ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।