8 ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ
ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ।
9 ଯେହେତୁ ସେ ତୃଷିତ ପ୍ରାଣକୁ ପରିତୃପ୍ତ କରନ୍ତି
ଓ କ୍ଷୁଧିତ ପ୍ରାଣକୁ ଉତ୍ତମ ଦ୍ରବ୍ୟରେ ପୂର୍ଣ୍ଣ କରନ୍ତି।