ସଦାପ୍ରଭୁଙ୍କଠାରେ ନିର୍ଭର
1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ,
"ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?"
1 ମୁଁ ସଦାପ୍ରଭୁଙ୍କଠାରେ ଶରଣ ନିଏ;
ତୁମ୍ଭେମାନେ କିପରି ମୋʼ ପ୍ରାଣକୁ କହୁଅଛ,
"ପକ୍ଷୀ ପରି ଆପଣା ପର୍ବତକୁ ଉଡ଼ିଯାଅ?"
+581 estão orando agora.
Junte-se à corrente de oração.