Pular para o conteúdo
Publicidade

ଗୀତସଂହିତା 11:4-7

4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି,

ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ,

ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରେ।

5 ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି;

ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

6 ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ;

ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।

7 କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି;

ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.