25 ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ପରିତ୍ରାଣ କର;
ହେ ସଦାପ୍ରଭୋ, ଆମ୍ଭେମାନେ ବିନୟ କରୁଅଛୁ, ଏବେ ସଫଳତା ଆଜ୍ଞା କର।
26 ସଦାପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ;
ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହରୁ ତୁମ୍ଭକୁ ଆଶୀର୍ବାଦ କରିଅଛୁ।