8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
8 ମନୁଷ୍ୟ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।
9 ଅଧିପତିମାନଙ୍କ ଉପରେ ନିର୍ଭର ରଖିବା ଅପେକ୍ଷା
ସଦାପ୍ରଭୁଙ୍କର ଶରଣାଗତ ହେବା ଉତ୍ତମ।